ନ୍ୟୁଜ୍

ରାଜ୍ୟରେ ଆଜି 1203 କରୋନା ପଜିଟିଭ୍ ଚିହ୍ନଟ

corona-

ଅର୍ଗସ ବ୍ୟୁରୋ : ରାଜ୍ୟରେ ଆଜି 1203 କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ 758 କ୍ଵାରେଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ 445 ସ୍ଥାନୀୟ ସଂକ୍ରମିତ। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୂଚନାନୁଯାୟୀ, ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ, ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୫୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୯୭ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭୨, ଗଞ୍ଜାମ ଜିଲ୍ଲାରୁ ୨୫୦ଜଣ, ଜଗତସିଂହପୁରରୁ 8, ଯାଜପୁରରୁ 6, କଳାହାଣ୍ଡି 4, କନ୍ଧମାଳ 14, କେନ୍ଦ୍ରାପଡ଼ା 14, କେଉଁଝର 11, ଖୋର୍ଦ୍ଧା 220, କୋରାପୁଟ 66, ମୟୁରଭଞ୍ଜ 16, ନବରଙ୍ଗପୁର 4, ମାଲକାନାଗିରି 65, ନୟାଗଡ଼ 24, ପୁରୀ 9, ରାୟଗଡ଼ା 45, ସମ୍ବଲପୁର 40, ସୋନପୁର 4, ସୁନ୍ଦରଗଡ଼ 74।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୩୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୨୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୯୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୦୦୨୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top