ନ୍ୟୁଜ୍

ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର:  ରାଜ୍ୟରେ ୧୩  ମୁଣ୍ଡ  ନେଲା କରୋନା । ଏହାକୁ ମିସାଇ ରାଜ୍ୟରେ  କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୬୯ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି  । ଆଜି ମୃତ୍ୟୁବରଣ କାରିଥିବା ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଜପତିଜିଲ୍ଲାରୁ ୨ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ସୋନପୁର ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଚିକିତ୍ସିତ ହେଉଥିବା ବେଳେ ୧୩ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

 

 

Click to comment

Leave a Reply

Your email address will not be published. Required fields are marked *

Most Popular

To Top