ରାଜ୍ୟ

ପାଣିରେ ବୁଡ଼ି ମହିଳା ମୃତ 

ଗଞ୍ଜାମ: ପାଣିରେ ବୁଡି ମହିଳା ମୃତ୍ୟୁ  । ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ କଳମ୍ବ ଗ୍ରାମ ସୁମତି ସାହୁ ଆଜି ସକାଳେ ଗାଧୋଇବାକୁ ଯାଇ ପାହାଚରେ ଗୋଡ଼ ଖସିଯିବାରୁ ପାଣିରେ ବୁଡ଼ି ମୃତ୍ୟୁ ବରଣ କରିଛନ୍ତି । ପରିବାର ଲୋକେ ଖବର ପାଇ ପୋଲସରା ମେଡିକାଲକୁ ଚିକିତ୍ସା ପାଇଁ ଆଣିଥିଲେ। କିନ୍ତୁ ସେଠାରେ ତାଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ।

ପୋଲସରା ପୋଲିସ ଶବକୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇବା ସହ କେଶ ନଂ 3/20 ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top