ନ୍ୟୁଜ୍

ଏୟାର ଇଣ୍ଡିଆ ଫ୍ଲାଇଟ୍‌ରେ ନିଆଁ

ଭୁବନେଶ୍ୱର: ଏୟାର ଇଣ୍ଡିଆ ବିମାନରେ ଲାଗିଲା ନିଆଁ । ଭୁବନେଶ୍ୱରରୁ ମୁମ୍ବାଇ ଅଭିମୁଖେ ଯାଉଥିବା ବିମାନରେ ଲାଗିଛି ନିଆଁ । ନିଆଁ ଲାଗିଯିବାରୁ ରାୟପୁରରେ ପାଇଲଟ ବିମାନର ଜରୁରୀ ଅବତରଣ କରାଇଛନ୍ତି । ବିମାନରେ ଥିବା ମୋଟ 89 ଜଣ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡ଼ିଛି । ତେବେ ବିମାନରେ କେଉଁ କାରଣରୁ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନି । ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ପାଇଁ ତାଙ୍କୁ ବିଭିନ୍ନ ମହଲରୁ ପ୍ରଶଂସା କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top