ନ୍ୟୁଜ୍

ରାଜ୍ୟରେ ପୁଣି 10 ଜଣଙ୍କ ମୁଣ୍ଡ ନେଲା ମହାମରୀ କରୋନା ଭୂତାଣୁ

corona

ଅର୍ଗସ ବ୍ୟୁରୋ : ରାଜ୍ୟରେ ପୁଣି 10 ଜଣଙ୍କ ମୁଣ୍ଡ ନେଲା ମହାମରୀ କରୋନା ଭୂତାଣୁ। ଏହି କ୍ରମରେ ରାଜ୍ୟରେ ମୃତକଙ୍କ ସଂଖ୍ୟା 197କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗଞ୍ଜାମରେ ଆଜି ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ଗଞ୍ଜାମରେ ମୋଟ ମୃତ୍ୟୁୟସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ  ହୋଇଛି । ଏହାଛଡ଼ା ଯାଜପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top