ନ୍ୟୁଜ୍

ରାଜ୍ୟରେ ଆଉ 73 କୋରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ73 କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ କୋରେନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା 1050କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା 73 ଆକ୍ରାନ୍ତଙ୍କ ମଧ୍ୟରେ ବୌଦ୍ଦରୁ 28, ପୁରୀରୁ 11, କେନ୍ଦ୍ରାପଡାରୁ 10, କଟକରୁ 9, ଖୋର୍ଦ୍ଧାରୁ 7,  ମାଲକାନଗିର ଓ ଅନୁଗୁଳୁରୁ 2 ଜଣ ଲେଖା, ଗଞ୍ଜାମ, ବାଲେଶ୍ୱର, ଯାଜପୁର ଏବଂ କନ୍ଧମାଳରୁ ଜଣେ ଲେଖା କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 

Click to comment

Leave a Reply

Your email address will not be published. Required fields are marked *

Most Popular

To Top