ନ୍ୟୁଜ୍

ଆଜି ରାଜ୍ୟରେ ପୁଣି ଚିହ୍ନଟ ହେଲେ 143 କରୋନା ପଜିଟିଭ୍

ଅର୍ଗସ ବ୍ୟୁରୋ : ଆଜି ରାଜ୍ୟରେ ପୁଣି ଚିହ୍ନଟ ହେଲେ 143 କରୋନା ପଜିଟିଭ୍। ଏହି 143ଜଣ ପଜିଟିଭଙ୍କ ମଧ୍ୟରୁ 132ଜଣ କ୍ଵାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ 11 ଜଣ ସ୍ଥାନୀୟ ସଂକ୍ରମିତ। ଏହି କ୍ରମରେ ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା 2388କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୂଚନାନୁଯାୟୀ, 1325 ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି। ସେହିପରି 7 ଜଣ ଏହି ମହାମାରୀରେ ପ୍ରାଣ ହରାଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top