ନ୍ୟୁଜ୍

ଆଜି ପୁଣି 3 ମୁଣ୍ଡ ନେଲା କରୋନା

corona

ଭୁବନେଶ୍ୱର: ଆଜି ପୁଣି 3 ମୁଣ୍ଡ ନେଲା କରୋନା । ସମସ୍ତ କରୋନା ମୃତକ ଗଞ୍ଜାମ ଜିଲ୍ଲାର । ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା 39କୁ ଛୁଇଁଲା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାସହ ରାଜ୍ୟରେ ମୃତ୍ୟୁ ସଂଖ୍ୟା 64କୁ ବୃଦ୍ଧି ହୋଇଥିବା ଜଣାପଡ଼ିଛି ।

ତେବେ ରାଜ୍ୟରୁ ପୁଣି ପଜିଟିଭ୍‌ ଚିହ୍ନଟ  ।  ଆଜି ରାଜ୍ୟରେ ୨୧ ଜିଲ୍ଲାରୁ ୫୯୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୯୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୦୧ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ୫୯୫  ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ସଂକ୍ରମିତ ଅଛନ୍ତି ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top