X
Breaking News
ନ୍ୟୁଜ୍

୪୮ ଘଣ୍ଟା ମଧ୍ୟରେ ଲଘୁଚାପ, ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

Weather

ଭୁବନେଶ୍ୱର: ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡ଼ି ହେବାର ସମ୍ଭାବନା ରହିଛି। ଏହାସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କନ୍ଧମାଳ, ଓ ନୟାଗଡ଼।” ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ଭଲ ବର୍ଷା ହେବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top