X
Breaking News
ନ୍ୟୁଜ୍

ସୋଆ ବିଶ୍ୱବିଦ୍ୟାଳୟ ପରିସରରେ ଜାତୀୟ ହସ୍ତତନ୍ତ ଦିବସ ପାଳିତ

Handloom Day

ଭୁବନେଶ୍ୱର: ସୋଆ ବିଶ୍ୱବିଦ୍ୟାଳୟ ପରିସରରେ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ହସ୍ତତନ୍ତ ଓ ହସ୍ତଶିଳ୍ପ ରାଷ୍ଟ୍ରମନ୍ତ୍ରୀ ପଦ୍ମିନୀ ଦିଆନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । କେନ୍ଦ୍ର ହସ୍ତତନ୍ତ ଶିଳ୍ପ ମନ୍ତ୍ରଣାଳୟର ସଚିବ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଏବଂ ସନ୍ଥ କବି ପୁରସ୍କାର ପ୍ରାପ୍ତ ହସ୍ତତନ୍ତ କାରୀଗର ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଏହି ଅବସରରେ ଓଡିଶାର ବିଭିନ୍ନ ହସ୍ତତନ୍ତରେ ବୁଣା ଯାଇଥିବା ଶାଢ଼ୀ, ସାଲ୍‌, ସ୍କ୍ରିନ୍ ଆଦି ମଧ୍ୟ ପ୍ରଦର୍ଶିତ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top