ଅପରାଧ

ଗେଟ୍‌ ନଦୀ ନିକଟରୁ ନବଜାତର ମୃତଦେହ ଉଦ୍ଧାର

BISAM CUttack

ରାୟଗଡା: ରାୟଗଡା ଜିଲ୍ଲା ବିଷମକଟକ ଥାନା ନିକଟ ଗେଟ୍‌ ନଦୀ ମଧ୍ୟରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର । ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ବେଳେ ଶିଶୁପୁତ୍ରର ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକେ । ଖବରପାଇ ବିଷମ କଟକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା । ଅବୈଧ ସମ୍ପର୍କ ରଖି ପୁତ୍ର ସନ୍ତାନକୁ ଜନ୍ମ ଦେବା ପରେ କେହି ଫୋପାଡି ଦେଇଥିବା ସ୍ଥାନୀୟ ଲୋକଙ୍କ ପକ୍ଷରୁ ଅନୁମାନ କରାଯାଉଛି । ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଛାନଭିନ ଚଳାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top