ଜୀବନ ମନ୍ତ୍ର

ନାକଚଣା ଦ୍ୱାରରେ ଲାଗିଲା ୩ ରଥ

Ratha

ପୁରୀ: ପୁରୀ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ଲାଗିଲା ୩ ରଥ ।  ଆଜି ସକାଳେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ ହୋଇଛି । ଗତକାଲି ନାକଚଣା ଦ୍ୱାରରେ ପହଞ୍ଚିଥିଲା ତାଳଧ୍ୱଜ ଓ ଦେବଦଳନ ରଥ ।

ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପରଦିନ ଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ନୀତି ଶେଷ ହେବା ପରେ ତିନି ଠାକୁରଙ୍କ ଆଜ୍ଞାମାଳକୁ ତିନି ଜଣ ପାଳିଆ ପୂଜା ପଣ୍ଡା ହସ୍ତରେ ଧାରଣ କରି ଘଣ୍ଟ, ଛତା ଓ କାହଳି ସହ ତିନି ରଥକୁ ଉକ୍ତ ଆଜ୍ଞାମାଳ ପ୍ରଦାନ କରିଥାନ୍ତି । ଏହା ପରେ ତିନି ରଥର ଦକ୍ଷିଣ ମୋଡ଼ ହୋଇଥାଏ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top