ନ୍ୟୁଜ୍

ରାୟଗଡ଼ା ଜିଲ୍ଲା ୭୨ ଘଣ୍ଟିଆ ସଟଡାଉନ୍

ଅର୍ଗସ ବ୍ୟୁରୋ : ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲ୍ଲାକୁ ୭୨ ଘଣ୍ଟା ପାଇଁ ସଟଡାଉନ ଘୋଷଣା କରାଯାଇଛି। ଆସନ୍ତାକାଲି ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାୟଗଡ଼ା ଜିଲ୍ଲାକୁ ସଟଡାଉନ ଘୋଷଣା କରିଛନ୍ତି ଜିଲ୍ଲାପାଳ। କେବଳ ସେତିକି ନୁହେଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଉଟଡୋର ମଧ୍ୟ ୪୮ ଘଣ୍ଟା ପାଇଁ ବନ୍ଦ ରହିବ। ଆଜି ଜିଲ୍ଲାରୁ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏହିପରି ପଦକ୍ଷେପ ଗ୍ରହଣ କରାଯାଇଛି । ଏନେଇ ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ସୂଚନା ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top