ନ୍ୟୁଜ୍

ଏଣିକି ସବୁ ବର୍ଗର ପିଲାଙ୍କୁ ସ୍କୁଲରେ ମିଳିବ ଜୋତା ଓ ଡ୍ରେସ୍, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା

School
Courtesy: odishasuntimes.com

ଭୁବନେଶ୍ୱର:  ସବୁ ପିଲା ସମାନ । ସମସ୍ତଙ୍କୁ ମିଳିବ ସମାନ ସୁବିଧା । ଏଣିକି କେବଳ ଗରିବ ପରିବାରର ନୁହେଁ, ସବୁ ବର୍ଗର ପିଲାଙ୍କୁ ସ୍କୁଲରେ ମିଳିବ ଜୋତା ଓ ଡ୍ରେସ୍। ସବୁ ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ପୋଷାକ ସହ ଜୋତା ପ୍ରଦାନ କରାଯିବାକୁ ସରକାର ନିଷ୍ପତ୍ତି ନେଇଥିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ପୂର୍ବରୁ କେବଳ ବିପିଏଲ୍ ପରିବାରର ପିଲାଙ୍କୁ ଜୋତା ଓ ଡ୍ରେସ୍ ମିଳୁଥିଲା। ହେଲେ ଏଣିକି ସବୁ ସରକାରୀ ସ୍କୁଲ୍ ପିଲାଙ୍କୁ ଜୋତା ଓ ଡ୍ରେସ୍ ସହ ପରିଚୟପତ୍ର ମଧ୍ୟ ମିଳିବ ବୋଲି କହିଛନ୍ତି ଗଣଶିକ୍ଷାମନ୍ତ୍ରୀ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top