ନ୍ୟୁଜ୍

ଓଡ଼ିଶା ଛୁଇଁଲା ମୌସୁମୀ

Monsoon

ଅର୍ଗସ ବ୍ୟୁରୋ : ଓଡ଼ିଶା ଛୁଇଁଲା ମୌସୁମୀ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ତେବେ 11 କିମ୍ବା 12ରେ ମୌସୁମୀ ରାଜ୍ୟକୁ  ଆସିବା ନେଇ ଆକଳନ କରାଯାଇଥିଲା । ଯାହାର ପ୍ରଭାବରେ ଦକ୍ଷିଣ ଓଡିଶାର କେତେକ ଜିଲ୍ଲାରେ ବର୍ଷା ହୋଇଛି ।

କୋରାପୁଟ, ମାଲକାନାଗିରି, ରାୟଗଡା ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ସେହି ସବୁ ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top