ନ୍ୟୁଜ୍

ଆରପାରିରେ ଓଲିଉଡର ବର୍ଷିୟାନ ଅଭିନେତା ଅଜିତ ଦାଶ

ଭୁବନେଶ୍ୱର: ଆରପାରିରେ ଓଲିଉଡର ବର୍ଷିୟାନ ଅଭିନେତା ଅଜିତ ଦାଶ। ୭୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଏହି ଦୁଃଖଦ ଖବର ବିଷୟରେ ତାଙ୍କର ଜଣେ ସମ୍ପର୍କୀୟ ସୂଚନା ଦେଇଛନ୍ତି। ତେବେ ସେ କିଛି ଦିନ ତଳେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। କୋଭିଡ ସହିତ ଅନ୍ୟାନ୍ୟ ରୋଗ ପାଇଁ ସେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ପ୍ରାୟ ୬୦ରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି ଅଜିତ ଦାଶ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top